Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋହୂକୁ ମାରି ଟାଙ୍ଗିଦେଲେ ଶାଶୂ ଘର ଲୋକେ, ପୁଲିସର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
November 9, 2024
in Crime, State
ବୋହୂକୁ ମାରି ଟାଙ୍ଗିଦେଲେ ଶାଶୂ ଘର ଲୋକେ, ପୁଲିସର ତଦନ୍ତ ଆରମ୍ଭ
29
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ବୋହୂକୁ ମାରି ଟାଙ୍ଗିଦେଲେ ଶ୍ୱଶୁର ଘର ଲୋକେ। ଏଭଳି ଘଟଣା ଘଟିଛି ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ । ଆରତୀ ସେଠୀଙ୍କୁ ତାଙ୍କ ଶାଶୂ, ସ୍ୱାମୀ ଏବଂ ନଣନ୍ଦ ମିଶି ହତ୍ୟା କରି ଟାଙ୍ଗି ଦେଇଥିବାର ଅଭିଯୋଗ ହୋଇଛି । ପୂର୍ବରୁ ଅନେକ ସମୟରେ ଆରତୀଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ନିର‌୍ୟାତନା ଦେଇ ଆସୁଥିଲେ। ପରିବାର ଭିତରେ ପୂର୍ବରୁ ଲାଗି ଆସୁଥିଲା କଳହ । ଶୁକ୍ରବାର କୌଣସି କାରଣରୁ ଆରତୀଙ୍କୁ ତାଙ୍କ ସ୍ୱାମୀ, ଶାଶୂ ଏବଂ ନଣନ୍ଦ ମାରି ଟାଙ୍ଗି ଦେଇଥିଲେ। ସୂଚନା ଅନୁଯାୟୀ, ପୂର୍ବରୁ ଆରତୀ ଅନେକ ଦିନ ଧରି ନିଜ ବାପଘରେ ରହୁଥିଲେ । ଶୁକ୍ରବାର ରାତିରେ ଆରତୀ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଖବର ଆରତୀଙ୍କ ସ୍ୱାମୀ ସୁମନ୍ତ ସେଠୀ ତାଙ୍କ ବାପ ଘର ଲୋକଙ୍କୁ ଜଣାଇଥିଲେ। ଆରତୀ ଆତ୍ମହତ୍ୟା କରି ନାହାନ୍ତି ବରଂ ତାଙ୍କ ଶାଶୂ ଘର ଲୋକେ ତାଙ୍କୁ ହତ୍ୟା କରି ଟାଙ୍ଗି ଦେଇଥିବାର ଅଭିଯୋଗ ଆଣିଛନ୍ତି ବାପଘର ଲୋକେ । ବାରମ୍ବାର ପୂର୍ବରୁ ନିର‌୍ୟାତନା ଦେଇଆସୁଥିବା ବେଳେ ଶେଷରେ ହତ୍ୟା କରିଥିବା କହିଛନ୍ତି ବାପଘର ଲୋକେ । ଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ କରୁଛି । ଅନ୍ୟପଟେ ମୃତକଙ୍କ ସ୍ୱାମୀ ସୁମନ୍ତ ସେଠୀ, ଶାଶୂ ଶାନ୍ତିଲତା ସେଠି ଓ ନଣନ୍ଦ ତିଳତୋମା ସେଠିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!