Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରତି ଗାଁରେ ଖୋଲିବ ଓମଫେଡ ଷ୍ଟଲ

by ସଞ୍ଜୟ ସ୍ୱାଇଁ
November 9, 2024
in Feature News, State
ପ୍ରତି ଗାଁରେ ଖୋଲିବ ଓମଫେଡ ଷ୍ଟଲ
157
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରତି ଗାଁରେ ହେବ ଓମ୍ଫେଡ ଷ୍ଟଲ । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ମନ୍ତ୍ରୀ କହିଛନ୍ତି, ଜିଲ୍ଲାର ସମସ୍ତ ବଡ ବଡ ମନ୍ଦିରରେ ଓମ୍‌ଫେଡ ଘିଅର ବ୍ୟବହାର କରିବାକୁ ସମସ୍ତ ଜିଲ୍ଲାପଳମାନଙ୍କୁ କୁହାଯାଇଛି । ପ୍ରତି ବ୍ଲକରେ ୧୪୨୩ କୋଟି ଟଙ୍କା ବ୍ୟୟରେ କାମଧେନୁ ଯୋଜନା ହେବ । ଦୁଗ୍ଧ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ଵ ଦିଆଯିବ । ଗାଈ ବାଚୁରୀଙ୍କ ଖାଦ୍ୟ ପାଇଁ ସବସିଡି ଦିଆଯିବ । ଓମ୍‌ଫେଡ ଗୁଡ଼ିକର ପୁନର୍ଗଠନ କରାଯିବ । ପ୍ରତି ଗାଁରେ ଗୋପାଳନ କ୍ଷେତ୍ରରେ ସବସିଡି ବ୍ୟବସ୍ଥା କରିବାକୁ ଯୋଜନା ହୋଇଛି । ଗାଁ ଗହଳିରେ ଓମ୍‌ଫେଡ ଚାହିଦା ବଢୁଛି ତେଣୁ ପ୍ରତି ଗାଁରେ ଏହି ଓମ୍‌ଫେଡ ଷ୍ଟଲ୍ ଖୋଲିବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!