Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଚେନ ଲୁଟେରାଙ୍କ ଆକ୍ରମଣରେ ମହିଳା ମୃତ

by ସଞ୍ଜୟ ସ୍ୱାଇଁ
November 14, 2024
in Crime, State
ସୁନା ଚେନ ଲୁଟେରାଙ୍କ ଆକ୍ରମଣରେ ମହିଳା ମୃତ
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୁନା ଚେନ ଲୁଟେରାଙ୍କ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ମୃତ ମହିଳା ଜଣଙ୍କ ୟୁ.ବିଷ୍ଣୁ ପାତ୍ର। ଗତ ସୋମବାର ଭୁବନେଶ୍ୱରରୁ ହରିରାଜପୁର ସୋମନାଥ ମନ୍ଦିର ଦର୍ଶନ ପାଇଁ ବାଇକରେ ଯାଉଥିଲେ ଦମ୍ପତି। ସ୍ୱାମୀ ବାଇକ ଚଲାଉଥିବାବେଳେ ସ୍ତ୍ରୀ ୟୁ.ବିଷ୍ଣୁ ପଛରେ ବସିଥିଲେ। ହଠାତ୍ ବାଟରେ କଳା ପଲସର ବାଇକରେ ଦୁଇ ଜଣ ଦୁର୍ବୃତ୍ତ ଆସି ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେବା ପାଇଁ ଉଦ୍ୟମ କରିଥିଲେ। ମୋଟା ଚେନ କାରଣରୁ ନେଇପାରିନଥିଲେ ଲୁଟେରା। ପୁନର୍ବାର ଲୁଟ୍‌ ପାଇଁ ମହିଳାଙ୍କ ପିଛା କରିଥିଲେ ଲୁଟେରା। ଏଥିସହ ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ବିଷ୍ଣୁଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ମହିଳା ଜଣଙ୍କ ଜୋରରେ ଚିତ୍କାର କାରିବାରୁ ଅଧାବାଟରୁ ଖସି ପଳାଇଥିଲେ ଲୁଟେରା଼। ମହିଳାଙ୍କୂ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୩ ଦିନ ଧରି ଜୀବନ ସହିତ ସଂଗ୍ରାମ ପରେ ଆଜି ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!