Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନକର ମୁଖ୍ୟମନ୍ତ୍ରୀ ହେଲେ ସୃଷ୍ଟି

by ସଞ୍ଜୟ ସ୍ୱାଇଁ
January 24, 2021
in NATIONAL NEWS
ଦିନକର ମୁଖ୍ୟମନ୍ତ୍ରୀ ହେଲେ ସୃଷ୍ଟି
549
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଦିନକର ମୁଖ୍ୟମନ୍ତ୍ରୀଙ୍କ ଗାଦିରେ ବସିଲେ ଉ ରାଖଣ୍ଡର ଯୁବତୀ ସୃଷ୍ଟି । ଖବରଟି ଯେତିକି ଆଶ୍ଚର୍ଯ୍ୟ ଲାଗୁଛି ସେତିକି ମଧ୍ୟ ରୋଚକ ଯୋଗାଉଛି । ତଥାପି ଆଜି ଉ ରାଖଣ୍ଡ ମୁଖ୍ୟମନ୍ତ୍ରୀ ଆଶନରେ ବସିଛନ୍ତି ସୃଷ୍ଟି ଗୋସ୍ୱାମୀ । ତେବେ କ’ଣ ପାଇଁ ଦିନକର ମୁଖ୍ୟମନ୍ତ୍ରୀ ହେଲେ ତାହା ଲୋକଲୋଚନ ଠାରୂ ବହୁ ଦୁରରେ ଥିବା ଜଣାପଡିଛି । ଦିନକର ମୁଖ୍ୟମନ୍ତ୍ରୀ ଘଟଣାକୁ ମଧ୍ୟ ଉ ରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ରାଉତ ମଞ୍ଜୁର କରିଛନ୍ତି । ବାଳିକା ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ରାଉତ ଏଭଳି ପଦକ୍ଷେପ ନେଇ ଜଣେ ଯୁବତୀଙ୍କୁ ଦିନକ ପାଇଁ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଦେବେ ବୋଲି ଜଣାପଡିଛି । ଜାନୁୟାରୀ ୨୪ତାରିଖରେ ସୃଷ୍ଟି ଗୋସ୍ୱାମୀ ଉ ରାଖଣ୍ଡର ମୁଖ୍ୟମନ୍ତ୍ରୀ ଆଶନ ଅଳଙ୍କୃତ କରିବା ସହିତ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!