Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
November 20, 2024
in Crime, State
୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
110
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। କଟକ ବାରଙ୍ଗ ଥାନା ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଛି। ଗୁରୁତର ନାବାଳିକାଙ୍କୁ କଟକ ଶିଶୁ ଭବନରେ ଭର୍ତ୍ତି କରାଯାଇଛି। ଏନେଇ ବାରଙ୍ଗ ଥାନାରେ ପରିବାର ଲୋକେ ଏତଲା ଦେଇଛନ୍ତି। ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ବାପାମା’ କାମ କରୁଥିଲେ। ସେହିଠାରେ ହିଁ ରହୁଥିଲେ।ନା ବାଳିକା ମଧ୍ୟ ସେଠାରେ ରହୁଥିଲେ। ସେହି ଇଟା ଭାଟିରେ ଝାରଖଣ୍ଡର ଜଣେ ଯୁବକ କାମ କରୁଥିଲେ। ସେ ମଧ୍ୟ ସେଠାରେ ରହୁଥିଲେ। ସଂପୃକ୍ତ ଯୁବକ ଜଣକ ଗତକାଲି ନାଳବିକାଙ୍କୁ ଦୁଷ୍କର୍ମ କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣା ପରେ ଅଭିଯୁକ୍ତ ଯୁବକ ଜଣଙ୍କ ଫେରାର ହୋଇଯାଇଛି। ପୁଲିସ ସଂପୃକ୍ତ ଯୁବକକୁ ଧରିବାକୁ ଛାନଭିନ୍‌ ଆରମ୍ଭ କରିଛି। ନାବାଳିକାଙ୍କ ଘର ନାୟଗଡ଼ ଅଞ୍ଚଳରେ ବୋଲି ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!