Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 3, 2024
in Crime, State
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
96
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଜୟପୁରରେ ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ବିଶ୍ୱନାଥ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତତନ୍ତ କରି ତାଙ୍କ ଘରେ ଚଢ଼ାଉ କରିଛି। ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱ ମଧ୍ୟ ଅଛନ୍ତି ବିଶ୍ୱନାଥ। ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!