Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀସେତୁ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
December 4, 2024
in Crime, State
ଶ୍ରୀସେତୁ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
55
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଟାଉନ୍ ଥାନା ଅନ୍ତର୍ଗତ ବିଶ୍ୱେଶ୍ୱରୀ ମନ୍ଦିର ନରେନ୍ଦ୍ର କୋଣ ଶ୍ରୀସେତୁ ତଳୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ପୁରୀ ଖଣ୍ଡିଆ ବନ୍ଧର ସୁଦର୍ଶନ ସାହୁ । ସୁଦର୍ଶନ ମାର୍କେଟ ଛକ ନିକଟରେ ଦହିଵରା ବିକ୍ରି କରନ୍ତି। ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ଆଜି ସକାଳେ ସୁଦର୍ଶନଙ୍କ ମୃତଦେହ ଶ୍ରୀସେତୁ ତଳେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେବା ସହ ପରିବାର ଲୋକଙ୍କ ମଧ୍ୟ ଖବର ଦେଇଥିଲେ।ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ସୁଦର୍ଶନଙ୍କୁ କିଏ ହତ୍ୟା କରି ଫିଙ୍ଗିଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୁଦର୍ଶନଙ୍କୁ ଦୁର୍ବୃତ୍ତମାନେ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!