Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଣ୍ଡିଆନ୍ ଅଏଲ ଟ୍ୟାଙ୍କରରେ ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
January 31, 2021
in Crime
ଇଣ୍ଡିଆନ୍ ଅଏଲ ଟ୍ୟାଙ୍କରରେ ଗଞ୍ଜେଇ
486
VIEWS
Share on FacebookShare on Twitter

କୋରାପୁଟ,(ବାଘୁଆବାର୍ତ୍ତା): ସବୁଠାରୁ ନିରାପଦ ଭାବେ ଚାଲିଥିଲା ଗଞ୍ଜେଇ ଚାଲଣ । ଯାହାର କି ଆଜି ପୁଲିସ୍ ଖୋଳତାଡ଼ ସମୟରେ ପର୍ଦ୍ଦାଫାସ କରୁଛି । ଏଥିରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି ପୁଲିସ । ସୂଚନାନୁସାରେ, ଇଣ୍ଡିଆନ୍ ଅଏଲ ଟ୍ୟାଙ୍କରରେ କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରୁ ଗଞ୍ଜେଇ ନେଇ ବିହାର ଯାଉଥିବା ବେଳେ କୌଣସି ସୁତ୍ରରୁ ସୂଚନା ପାଇ ସେମିଳିଗୁଡ଼ା ଥାନା ପୁଲିସ ଉକ୍ତ ତେଲ ଟ୍ୟାଙ୍କର ଉପରେ ଚଢ଼ାଉ କରିଥିଲେ । ଉକ୍ତ ଗାଡ଼ିରୁ ୧୫କ୍ୱି ।ଲ ୭୭କେଜି ଗଞ୍ଜେଇ ଜବତ କରିଛି ଏବଂ ଯାହାର ଆନୁମାନିକ ମୂଲ୍ୟ ୭୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ଦେଇଛନ୍ତି । ତେଲ ଟ୍ୟାଙ୍କର ଡ୍ରାଇଭର୍ ସହିତ ୨ଜଣ ବ୍ୟକ୍ତି ଗାଡ଼ି ଛାଡି ଫେରାର ହୋଇଯାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!