Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ପିଟି ପିଟି ମାରିଦେଲେ

by ସଞ୍ଜୟ ସ୍ୱାଇଁ
December 6, 2024
in Crime, State
୩ଶହ କୋଟି ପାଇଁ ଶ୍ୱଶୁର ଉପରେ ସଡ଼ଯନ୍ତ୍ର କରି କାର୍ ଚଢ଼ାଇ ଦେଲା ବୋହୂ
73
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ସାମାନ୍ୟ ବଚସା ନେଲା ଉଗ୍ରରୂପ। ଯୁବକଙ୍କୁ ପିଟି ପିଟି ମାରିଦେଲେ। ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ସାଲେଟିକ୍ରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ରଜତ ରାଜହଂସ। ଗତକାଲି ସକାଳେ ରଜତ ଛକକୁ ଯାଇଥିବା ବେଳେ କୌଣସି କଥାକୁ ନେଇ ଜଣେ ବ୍ୟକ୍ତିଙ୍କ ସହ ଗଣ୍ଡଗୋଳ ହୋଇଥିଲା। ରଜତ ବ୍ୟକ୍ତି ଜଣଙ୍କୁ ଏକ ଚାପୁଡ଼ା ମାରିଥିଲେ। ପରେ ଉକ୍ତ ବ୍ୟକ୍ତିଙ୍କ ପୁଅ ଓ କିଛି ସାଙ୍ଗ ଆସି ରଜତଙ୍କୁ ଏକ ଫାର୍ମ ହାଉସକୁ ଟେକି ନେଇ ହତ୍ୟା କରିଥିଲେ। ପରେ ଗାଁ ବାହାରେ ଥିବା ଏକ କ୍ଷେତରେ ଫିଙ୍ଗି ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି। ହତ୍ୟାକାଣ୍ଡ ପରେ ଉତ୍ତେଜନା ପ୍ରକାଶ ପାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନଘଟିବା ପାଇଁ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!