Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସିଏଫ୍‌ଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

by ସଞ୍ଜୟ ସ୍ୱାଇଁ
December 6, 2024
in Crime, State
ଏସିଏଫ୍‌ଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା
134
VIEWS
Share on FacebookShare on Twitter

ହୀରାକୁଦ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଏସିଏଫ । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଚାଲିଛି ଜୋରଦାର ଚଢାଉ । ଏହି ସମୟରେ ବାବୁଙ୍କ ସରକାରୀ ବାସଭବନରୁ ମିଳିଛି ନଗଦ ସାଢ଼େ ୧୪ ଲକ୍ଷ ଟଙ୍କା । ଏ ହେଉଛି ଜବତ ହୋଇଥିବା ନଗଦ ଟଙ୍କାର ଦୃଶ୍ୟ। ଏସସିଏଫ ରେବତୀ ରମଣ ଯୋଶୀଙ୍କ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ରେଡ୍ । ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ସମ୍ବଲପୁରର ୭ଟି ଓ ବରଗଡ଼ର ୨ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ସମ୍ବଲପୁରରେ ଥିବା ରେବତୀ ରମଣଙ୍କ ଅଫିସ୍, ଡିୟର ପାର୍କ ନିକଟରେ ଥିବା ସରକାରୀ କ୍ବାର୍ଟରେ ରେଡ୍ ଚାଲିଛି । ଅଇଁଠାପାଲି ସ୍ଥିତ ତିନି ମହଲା ଘର, ଚର୍ଚ୍ଚ ଛକ ନିକଟରେ ଥିବା ଫ୍ଲାଟରେ ଯାଂଚ କରୁଛି ଭିଜିଲାନ୍ସ । ବ୍ରଜଧାମ ହାଉସିଂ ସୋସାଇଟିରେ ଥିବା ଘର, ସିଟି ପ୍ରାଇଡ୍ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ମଧ୍ୟ ଚଢାଉ କରାଯାଉଛି । ସମ୍ବଲପୁର ମଲ୍ଲିପାଲିରେ ଥିବା କୋଠାରେ ମଧ୍ୟ ପହଞ୍ଚିଛନ୍ତି ଭିଜିଲାନ୍ସ ଅଧିକାରୀ । ସେହିପରି ବରଗଡ଼ ପଦ୍ମପୁରରେ ଥିବା ଘର ଓ ବିଜେପୁର ବଳନ୍ଦାରେ ଥିବା ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!