Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଛାତ୍ରୀଙ୍କୁ ମିଳିବ ହାପିନେସ୍ କିଟ୍

by ସଞ୍ଜୟ ସ୍ୱାଇଁ
January 31, 2021
in Feature News
ମାର୍ଟିକ୍  ପରୀକ୍ଷା ଖାତାଦେଖା ଗୋଟିଏ ଦିନ ଘୁଂଚିଲା:  ମନ୍ତ୍ରୀ
367
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବା ର୍ା): ଏଥର ଛାତ୍ରଛାତ୍ରୀଙ୍କୁ ମିଳିବ ହାପିନେସ୍ କିଟ୍ । ଏନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । କୋମଳମତି ପିଲାଙ୍କୁ ମିଳିବ ପୃଷ୍ଟିକର ଖାଦ୍ୟ । ମିଳିଥିବା ସୂଚନାନୁସାରେ, ମହାମାରୀ କରୋନା ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସହିତ ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜ ଦିଆଯାଉ ନଥିବା ବେଳେ ମଧ୍ୟାହ୍ଣ ଭୋଜନ ବାବଦକୁ ଆସୁଥିବା ଅର୍ଥ ଛାତ୍ରଛାତ୍ରୀଙ୍କ ଅଭିଭାବକ ଆକାଉ କୁ ଦିଆଯାଉଛି । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏଁ ବିଦ୍ୟାଳୟ ଖୋଲିବା ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପ ି ନେଇଛନ୍ତି । ଛାତ୍ରଛାତ୍ରୀଙ୍କୁ ହାପିନେସ୍ କିଟ୍ ଦିଆଯିବ । ଯେଉଁଥିରେ କି, ଅଟା, ଚଣା, ହଳଦୀଗୁଣ୍ଡ, ଚିନାବାଦାମ, ଗୁଡ଼ ଓ ଡାଳଚିନି ରହିବ । ଏବଂ ତା’ ସହିତ ପେନ୍, ପେନ୍ସିଲ୍, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ ବି ରହିବ । ପ୍ରଥମ ପର୍ଯ୍ୟାୟରେ ଅକ୍ଷୟପାତ୍ର ଫାଉଣ୍ଡେସନ୍ ଜରିଆରେ ରାଜ୍ୟର ନୟାଗଡ଼ ଜିଲ୍ଲା, ପୁରୀ, କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ର ୧୯୧୬ଟି ବିଦ୍ୟାଳୟର ୧ଲକ୍ଷ ୮୩ହଜାର ଛାତ୍ରଛାତ୍ରୀଙ୍କୁ ହାପି ନେସ୍ କିଟ୍ ଦିଆଯିବ । ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଯୋଗାଣକାରୀ ସଂସ୍ଥା ମାଧ୍ୟମରେ ହାପିନେସ୍ କିଟ୍ ଯୋଗାଇ ଦିଆଯିବ ବୋଲି ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଏହି ହାପିନେସ୍ କିଟ୍ ଫେବୃୟାରୀ ପ୍ରଥମ ସପ୍ତାହରେ ବ ନ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!