Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକନ୍ତରା ରେଳ ଫାଟକ ଗେଟ୍ କିପରଙ୍କୁ ମାଡ଼, ଗାଡିରେ ନିଆଁ ଲଗାଇଦେଲେ

by ସଞ୍ଜୟ ସ୍ୱାଇଁ
December 8, 2024
in Crime, State
ସରକନ୍ତରା ରେଳ ଫାଟକ ଗେଟ୍ କିପରଙ୍କୁ ମାଡ଼, ଗାଡିରେ ନିଆଁ ଲଗାଇଦେଲେ
88
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବର ସରକନ୍ତରା ରେଲୱେ ଫାଟକ ନିକଟରେ ଅଘଟଣ। ୨ ଜଣ ମଦ୍ୟପ ନିଶା ପାନକରି ଫାଟକରେ ଡ୍ୟୁଟି କରୁଥିବା ରେଳ ଗେଟ କିପର ଦେବେନ୍ଦ୍ର ମାର୍ଥାଙ୍କୁ ମାଡ଼ ମାରିଥିଲେ। ଖବର ଅନୁଯାୟୀ, ରାତିରେ ଫାଟକ ଖୋଲିବା ନେଇ ଗଣ୍ଡଗୋଳ କରି ରେଳ କର୍ମଚାରିଙ୍କ ବାଇକରେ ନିଆଁ ଲଗାଇ ଦେଇଥିଲେ। ଏହି ନିଆଁ ସିଗନାଲ ବାକ୍ସରେ ଲାଗି ସମ୍ପୂର୍ଣ ଜଳିଯାଇଛି। ଯାହା ଫଳରେ ରେଳ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି । ସିଗନାଲ ଫେଲ ଯୋଗୁ ସମସ୍ତ ଟ୍ରେନ୍ ବିଳମ୍ବରେ ଚାଲିଛି । ଏପଟେ ଏହି ଘଟଣା ପରେ ଦୁଇ ଆକ୍ରମଣକାରୀ ଫେରାର ହୋଇଯାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!