Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ବାମୀକୁ ହତ୍ୟା କଲା ପତ୍ନୀ

by ସଞ୍ଜୟ ସ୍ୱାଇଁ
December 8, 2024
in Crime, State
ସ୍ବାମୀକୁ ହତ୍ୟା କଲା ପତ୍ନୀ
200
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଗଜପତି ପାରଳାଖେମୁଣ୍ଡି ଜଙ୍ଗମ ସାହିରେ ହତ୍ୟାକାଣ୍ଡ। ସ୍ବାମୀକୁ ପତ୍ନୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ, ଏହି ଗାଁର ଡିଲେଶ୍ବରଙ୍କ ପୁଅ ବିଜୟ କୁମାରଙ୍କ ମୃତ୍ୟୁ ହୋଇଥିଲା। ଶବକୁ ପୋଡିବା ସମୟରେ ଘରଲୋକ ବିଜୟଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ପାଇଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଗତକାଲି ରାତିରେ ବିଜୟ କୁମାର ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏହାପରେ ସ୍ତ୍ରୀ ଧାରୁଆ ଅସ୍ତ୍ରରେ ସ୍ବାମୀକୁ ଆକ୍ରମଣ କରି ତଣ୍ଟି ଚିପି ମାରିଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏହି ଘଟଣାରେ ପତ୍ନୀ ସାରଦାକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । ପରବର୍ତ୍ତୀ ସମୟରେ ଶବ ବ୍ୟବଚ୍ଛେଦ ପରେ ହତ୍ୟାର ଅନେକ ତଥ୍ୟ ସାମ୍ନାକୁ ଆସିବ ବୋଲି ପାରଳାଖେମୁଣ୍ଡି ଥାନା ଅଧିକାରୀ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!