Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ କେଜି ବ୍ରାଉନସୁଗର ଜବତ

by ସଞ୍ଜୟ ସ୍ୱାଇଁ
December 8, 2024
in Crime, State
121
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ଅରଡବଜାରରୁ ୨କିଲୋ ବ୍ରାଉନସୁଗର ଜବତ କଲା ଅବକାରୀ ବିଭାଗ। ଏହି ବ୍ରାଉନସୁଗର କାରବାର କରୁଥିବା ଅମଜାଦ ଖାଁ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର୍। ମଧ୍ଯ ପ୍ରଦେଶରୁ ବ୍ରାଉନସୁଗର ଆଣି ଅରଡବଜାରରେ ଗଚ୍ଛିତ ରଖିଥିଲେ। ଅରଡବଜାରରୁ ଓଡିଶାର ବିଭିନ୍ନ ଜିଲ୍ଲାକୁ ଚାଲାଣ କରାଯାଉଥିଲା । ଗୁଇନ୍ଦା ସୂଚନା ଆଧାରରେ ଅବକାରୀ ବିଭାଗ କରିଥିଲା ଚଢଉ । ଆଜି ସକାଳ ସମୟରେ ବାଲେଶ୍ଵର ଅରଡ ବଜାର ନିକଟରେ ଗୋଟିଏ ଘରୁ ଦୁଇ କେଜି ବ୍ରାଉନ ସୁଗର ସହ ୫୫୭୦ଟଙ୍କା ଗୋଟିଏ ଫୋନ୍ ଓ ଜଣେ ଅଭିଯୁକ୍ତକୁ ଧରିଛି ବାଲେଶ୍ଵର ଅବକାରୀ ବିଭାଗ । ଦୁଇ କେଜି ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ଦୁଇ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!