Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ଯୁବକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
February 1, 2021
in Crime
ଭାଟସାହିରେ ଜଣଙ୍କୁ ହତ୍ୟା
352
VIEWS
Share on FacebookShare on Twitter

କୁକୁଡ଼ାଖଣ୍ଡି,(ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଦୁଷ୍ମନ୍ତ ଚୌଧୁରୀ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ତେବେ ହତ୍ୟାକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଦିଗପହଣ୍ଡି ଓ ସଦର ଥାନା ପୁଲିସ ଘଟଣାସ୍ଥଳରେ ଛାନଭିନ୍ ଜାରି ରଖିଛନ୍ତି। ଆବଶ୍ୟକ ପଡ଼ିଲେ ସାଇଣ୍ଟିଫିକ୍ ଟିମକୁ ଘଟଣାସ୍ଥଳକୁ ଡକାଯିବାର ସମ୍ଭାବନା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!