Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫୁଲତୋଳାକୁ ନେଇ ହତ୍ୟାକାଣ୍ଡ

by ସଞ୍ଜୟ ସ୍ୱାଇଁ
December 11, 2024
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
91
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଜଘନ୍ୟ କାଣ୍ଡ । ସାମାନ୍ୟ ଫୁଲତୋଳାକୁ ନେଇ ହୋଇଛି ହତ୍ୟାକାଣ୍ଡ । ମୃତକଙ୍କ ନାମ ବାଉରିବନ୍ଧ ବେହେରା ବୋଲି ଜଣାପଡିଛି । ଘଟଣାସ୍ଥଳରେ ଏୟାରଫିଲ୍ଡ ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ଭୁବନେଶ୍ୱର ଉପକଣ୍ଠ ବିରୀବନ୍ଧ ଗାଁରେ ଘଟିଛି ହତ୍ୟାକାଣ୍ଡ । ସାମାନ୍ୟ ଫୁଲ୍‌ତୋଳାକୁ ନେଇ ଗାଁରେ ହୋଇଛି ବିଭତ୍ସ୍ୟ ହତ୍ୟା । ବିରୀବନ୍ଧର ବାଉରିବନ୍ଧୁ ବେହେରାଙ୍କୁ ହତ୍ୟା କରାଯାଇଛି । ଗାଁ ଦାଣ୍ଡରେ ପଡିଛି ବାଉରିବନ୍ଧୁଙ୍କ ମୃତଦେହ । ତେବେ ବର୍ତ୍ତମାନ ଯାଏଁ କିଏ ହତ୍ୟା କରିଛି । ସେନେଇ କାରଣ ଅସ୍ପଷ୍ଟ ରହିଛି । ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଏୟାରଫିଲ୍ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ଏପିରିକି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ରିପୋର୍ଟ ଆସିବା ପରେ ହତ୍ୟାର ସଠିକ କାରଣ ଜଣାପଡିଛି । ଏହାବ୍ୟତୀତ ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ନେଇପାରେ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!