Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟା ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
February 3, 2021
in Feature News
ଇଟା ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ
516
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖଣ୍ଡପଡ଼ା ସହରାଞ୍ଚଳ ଅଧିନ ଖଳଖଳା ମୋଡ଼ଣୀ ନିକଟରେ ଏକ ଇଟା ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ସହ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ବୁଧବାର ଭୋର ପ୍ରାୟ ୫ଟା ବେଳେ ନୟାଗଡ଼-ଖଣ୍ଡପଡ଼ା ପୂର୍ତ୍ତବିଭାଗ ରାସ୍ତାର ଖଳାଖଳା ମୋଡ଼ଣୀ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇବା ସହ ରାସ୍ତା ମଝିରେ ଓଲଟି ପଡ଼ିଥିଲା। ଏଥିରେ ଗାଡ଼ିରେ ଥିବା ଇଟା ମାଲିକ ଅଭୟ ସ୍ୱାଇଁ(୪୮) ଚାପି ହୋଇ ମୃତ୍ୟୁବରଣ କରିଥିବା ବେଳେ ଗାଡ଼ିର ଡ୍ରାଇଭର ଓ ହେଲପର ଆହତ ହୋଇଥିବା ଜଣାପଡ଼ିଛି। ଖବରପାଇ ଖଣ୍ଡପଡ଼ା ଅଗ୍ନିଶମ ବାହିନୀ ଓ ଖଣ୍ଡପଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶରୀର ଉଦ୍ଧାର କାର୍ଯ୍ୟ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!