Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଳ ଲାଇନରୁ ଦୁଇ ମହିଳାଙ୍କ ମୃତଦେହ ଠାବ

by ସଞ୍ଜୟ ସ୍ୱାଇଁ
December 13, 2024
in Crime, State
ରେଳ ଲାଇନରୁ ଦୁଇ ମହିଳାଙ୍କ ମୃତଦେହ ଠାବ
90
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପାଖ କୁକୁଡାହାଡ଼ ରେଳ ଲାଇନରୁ ଦୁଇ ମହିଳାଙ୍କ ମୃତଦେହ ଠାବ। ଗୋଟିଏ ମହିଳାଙ୍କ ମୃତଦେହ ରେଳ ଲାଇନ ବାହାରେ ପଡ଼ିଥିବା ବେଳ ଅନ୍ୟ ମୃତଦେହଟି ଅଧ କିଲୋମିଟର ଦୂର ରେଳ ଲାଇନରେ ପଡିଛି । ଦୁଇ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି । କୌଣସି ଟ୍ରେନ ଦୁଇ ମହିଳାଙ୍କୁ ଧକ୍କା ଦେବା ଫଳରେ ସେମାନଙ୍କ ମୃତ୍ୟୁ ହୋଇଛି ନା କିଏ ହତ୍ୟା କରି ଫିଙ୍ଗି ଦେଇଛି ତାହା ଜିଆରପି ପୋଲିସ ତଦନ୍ତ କରୁଛି । ଅନ୍ୟପଟେ ମୃତ ଦୁଇ ମହିଳା ସ୍ଥାନୀୟ ଅଞ୍ଚଳର ନୁହେଁ ବୋଲି ଯାହା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!