Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ କ୍ରିକେଟ୍ କପ୍-ତୃତୀୟ ଦିନରେ ରଙ୍ଗଣୀପାଟଣା ବିଜୟୀ

by ସଞ୍ଜୟ ସ୍ୱାଇଁ
February 3, 2021
in Feature News
ନୟାଗଡ଼ କ୍ରିକେଟ୍ କପ୍-ତୃତୀୟ ଦିନରେ ରଙ୍ଗଣୀପାଟଣା ବିଜୟୀ
499
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ନୟାଗଡ଼ କ୍ରିକେଟ୍ କପ୍ ମ୍ୟାଚ୍ ତୃତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ରାଧେଶ୍ୟାମ ମହତ, ସମ୍ମାନିତ ଅତିଥି ଭାବେ ଦୁର୍ଯ୍ୟୋଧନ ବେହେରା ଏବଂ ନେତ୍ରନନ୍ଦ ସାହୁ ଯୋଗ ଦେଇଥିଲେ । ୮ ଗୋଟି ଦଳକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଏହି କ୍ରିକେଟ୍ କପ୍ ତୃତୀୟ ଦିବସରେ ରଙ୍ଗଣୀପାଟଣା ବନାମ୍ ଇକିରି ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ଖେଳ ହୋଇଥିଲା । ଏଥିରେ ରଙ୍ଗଣୀପାଟଣା ଦଳ ପ୍ରଥମେ ବ୍ୟାଟିଂ କରି ୨୦୪ ରନ୍ କରିଥିବା ବେଳେ ଇକିରି ଦଳ ୧୪୭ ରନରେ ଅଲଆଉଟ୍ ହୋଇଥିଲେ । କ୍ଲବର ସଭାପତି ସତ୍ୟବ୍ରତ ପଟ୍ଟନାୟକ ଏବଂ ସଂପାଦକ ଚିତ୍ତରଞ୍ଜନ ଜେନା ପ୍ରମୂଖ ଖେଳ ପରିଚାଳନା କରିଥିବା ବେଳେ ଅମ୍ପାୟାର ଭାବେ ମୁନା ଛୋଟରାୟ ମ୍ୟାଚ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!