Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋମା ମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
December 16, 2024
in Crime, State
ବୋମା ମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
101
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ ଜାଗିଆପଡ଼ା ଗାଁରେ ବୋମାମାଡ଼ ଘଟଣା । ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆଠଗଡ଼ ପୋଲିସ । ଗିରଫ ଜଣକ ହେଲେ ଜାଗିଆପଡ଼ା ଗାଁର ଅଜୁ ଓରଫ ବିଷ୍ଣୁଚରଣ ଖଟୁଆ ବୋଲି ଜଣାପଡିଛି । ଏହାସହ ଘଟଣାରେ ଆଉ ଦୁଇ ଅଭିଯୁକ୍ତ ଫେରାର ଥିବା ଜଣାପଡିଛି। ଖବର ଅନୁଯାୟୀ, ଏକ ଜାତିଆଣ ଆକ୍ଷେପ ମାମଲାରେ ସାକ୍ଷୀ ଥିବା ଜାଗିଆପଡ଼ା ଗାଁର ପ୍ରଭାତ ରାଉତଙ୍କୁ ଡରାଇବା ପାଇଁ ତାଙ୍କ ଘର ଉପରକୁ ବୋମାମାଡ଼ ହୋଇଥିଲା । ଗତ ୧୩ ତାରିଖରେ ଏହି ବୋମାମାଡ଼ ହୋଇଥିଲା । ଶେଷରେ ଏନେଇ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ ଉକ୍ତ ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିବା ଅଜୁ ଓରଫ ବିଷ୍ଣଚରଣ ଖଟୁଆଙ୍କୁ ଗିରଫ କରିଛି ଆଠଗଡ଼ ପୋଲିସ । ବାକି ଏହି ଘଟଣାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଆଠଗଡ଼ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!