Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବହୁ ପରିମାଣର ମାଓବାଦୀ ସାମଗ୍ରୀ ଜବତ

by ସଞ୍ଜୟ ସ୍ୱାଇଁ
December 16, 2024
in Crime, State
ବହୁ ପରିମାଣର ମାଓବାଦୀ ସାମଗ୍ରୀ ଜବତ
26
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ସୋମବାର ଖବରଦାତା ସମ୍ମିଳନୀକରି ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବଲାଙ୍ଗୀର ଏସ୍‌ପି ଋଷିକେଶ ଡାନଦେଓ ଖିଲାରୀ ମଧ୍ୟ ଉପସ୍ଥିତ ରହି ସମଗ୍ର ମାଓବାଦୀ ଅପରେଶନ ସମ୍ପର୍କରେ ସୂଚନା ଦେଇଥିଲେ। ଆଇଜି ହିମାଂଶୁ ଲାଲ ଆମ ଅପରେଶନ ଗନ୍ଧମାର୍ଦ୍ଦନ ଏରିଆ ବଲାଙ୍ଗୀର ଓ ବରଗଡ଼ ଅଞ୍ଚଳରେ ଚାଲୁଛି ବୋଲି କହିଥିଲେ। କେନ୍ଦ୍ର ସରକାରଙ୍କ ମାଓବାଦୀ ମୁକାବିଲା କାର୍ଯ୍ୟକ୍ରମର ଏହା ଅଂଶବିଶେଷ ବୋଲି କୁହାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!