Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ଜଣଙ୍କୁ ୭ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
February 4, 2021
in Feature News
୭ ଜଣଙ୍କୁ ୭ବର୍ଷ ଜେଲ

Judge gavel and scales of justice and book background

262
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ୭ଜଣଙ୍କୁ ୭ବର୍ଷ ପାଇଁ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ସ୍ୱତନ୍ତ୍ର କୋର୍ଟ । ଚିଟଫଣ୍ଡ ମାମଲା ଶୁଣାଣି କରି ଆଜି ସ୍ୱତନ୍ତ୍ର କୋର୍ଟ ସିଦ୍ଧ ମହାପୁରୁଷ ମନି ସୋସାଇଟ୍ ନାମ ଚିଟ୍ଫଣ୍ଡ ସଂସ୍ଥାର ୭ ଜଣ ବ୍ୟକ୍ତିଙ୍କୁ ୭ବର୍ଷ ପାଇଁ ଜେଲ୍ ଦଣ୍ଡାଦେଶ ଦେବା ସହିତ ୫ ଲକ୍ଷ ଟଙ୍କାର ଜୋରିମାନା ଭରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାନୁସାରେ, ରାଜ୍ୟରେ ଶତାଧିକ ଚିଟ୍ଫଣ୍ଡ ସଂସ୍ଥା କୋଟି କୋଟି ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିବା ବେଳେ ଏହାର ମାମଲା ଯାଇ କୋର୍ଟରେ ପହ ôଥିଲା । ଯେଉଁଥି ପାଇଁ ପୂର୍ବରୁ କେତେକ ଚିଟ୍ଫଣ୍ଡ ଠକକୁ ଜେଲ୍ ଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଆଜି ପୁଣି ଆଉ ୭ଜଣ ଠକଙ୍କୁ ୭ବର୍ଷ ପାଇଁ ଜେଲ ହାଜତ୍କୁ ପଠାଇ ଦିଆଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!