Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ଠାରୁ ରାଜ୍ୟରେ କୋଭିଡ ଟିକା ନେବେ ପୁଲିସ

by ସଞ୍ଜୟ ସ୍ୱାଇଁ
February 5, 2021
in Feature News
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
110
VIEWS
Share on FacebookShare on Twitter

ଭୁବନେଶ୍ଵର,(ବାଘୁଆବାର୍ତ୍ତା) : ଆସନ୍ତାକାଲିଠାରୁ ରାଜ୍ୟରେ ପୁଲିସ କର୍ମଚାରୀମାନେ କୋଭିଡ ଟିକା ନେବେ ବୋଲି ପୁଲିସ କମିସନର ଡ.ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ପୁଲିସ ମହାନିର୍ଦ୍ଦେଶକ ଅଭୟ ପ୍ରଥମ ଟିକା ନେବେ ଏବଂ ଏହାପରେ ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ଟିକାକରଣ ଆରମ୍ଭ ହେବ। ଏଥିରେ ଭୁବନେଶ୍ୱରର ସମୁଦାୟ ୧୯ଟି ପ୍ରତିଷ୍ଠାନର ୮୯୩୭ଜଣ କର୍ମଚାରୀ ଟିକା ନେବେ। ରାଜଧାନୀରେ କମିସନରେଟ୍ ପୁଲିସ୍ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଟିକା ଦିଆଯିବ ଏବଂ କଟକର ୧୧ଟି ପ୍ରତିଷ୍ଠାନର ୬୮୬୭ଜଣ ପୁଲିସ କର୍ମଚାରୀ ଟିକା ନେବେ ବୋଲି ଗଣମାଧ୍ୟମକୁ ପୁଲିସ କମିସନର କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!