Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଙ୍ଗଣୀପାଟଣାକୁ ହରାଇ ଇଟାମାଟି ବିଜୟୀ

by ସଞ୍ଜୟ ସ୍ୱାଇଁ
February 5, 2021
in Nayagarh, Sports
ରଙ୍ଗଣୀପାଟଣାକୁ ହରାଇ ଇଟାମାଟି ବିଜୟୀ
330
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ନୟାଗଡ଼ କ୍ରିକେଟ୍ କପ୍ ମ୍ୟାଚ୍ ପଞ୍ଚମ ଦିବସରେ ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଅଧିକାରୀ ଠାକୁର ପ୍ରସାଦ ଦଳେଇ, ସମ୍ମାନିତ ଅତିଥି ଭାବେ ଘରୋଇ ବସ ମାଲିକ ସଂଘ ସଂପାଦକ ଏସ୍.କେ ୟୁସୁଫ, ଡା ଉମେଶ ମିଶ୍ର, ପ୍ରମୋଦ ପଟ୍ଟନାୟକ, ପୂର୍ବତନ ଜିଲ୍ଲା ପରିଷଦ ସରୋଜ ରଣସିଂ ଯୋଗ ଦେଇଥିଲେ । ୮ ଗୋଟି ଦଳକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଏହି କ୍ରିକେଟ୍ କପ୍ ଚତୁର୍ଥ ଦିବସରେ ଇଟାମାଟି ବନାମ୍ ରଙ୍ଗଣୀପାଟଣା ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ଖେଳ ହୋଇଥିଲା । ଏଥିରେ ରଙ୍ଗଣୀପାଟଣା ଦଳ ପ୍ରଥମେ ବ୍ୟାଟିଂ କରି ୧୦୦ ରନ୍ କରିଥିବା ବେଳେ ଇଟାମାଟି ଦଳ ୧୨ ଓଭରରେ ୧୦୧ ରନ କରି ବିଜୟ ହୋଇଛି । କ୍ଲବର ସଭାପତି ସତ୍ୟବ୍ରତ ପଟ୍ଟନାୟକ ଏବଂ ସଂପାଦକ ଚିତ୍ତରଞ୍ଜନ ଜେନା ପ୍ରମୂଖ ଖେଳ ପରିଚାଳନା କରିଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!