Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ଚକାଜାମ୍ ; ଚାଷିଙ୍କ ଡାକରା

by ସଞ୍ଜୟ ସ୍ୱାଇଁ
February 5, 2021
in Feature News
ଆସନ୍ତାକାଲି ଚକାଜାମ୍ ; ଚାଷିଙ୍କ ଡାକରା
343
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବା ର୍ା): କେନ୍ଦ୍ର ସରକାର କରିଥିବା କୃଷି ଆଇନ୍କୁ ବିରୋଧ କରି ଆସନ୍ତା କାଲି ଚାଷିମାନେ ଚକାଜାମ୍ ଡାକରା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀର ସୀମାରେ ଚାଲିଥିବା ୩ଟି ଆନ୍ଦୋଳନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ଅଧିକ ଫୋର୍ସ ମୁତୟନ କରାଯାଇଥିବା ଜଣାପଡିଛି । ମିଳିଥିବା ସୂଚନାନୁସାରେ, ଚାଷିମାନଙ୍କ ପାଇଁ କେନ୍ଦ୍ର ସରକାର ଆଣିଥିବା କୃଷି ଆଇନ୍କୁ ବିରୋଧ କରି ଚାଷିମାନେ ବାରମ୍ବାର ହେଉଥିବା ବୈଠକରେ ନିରାଶ ହେବା, ଏବଂ କେନ୍ଦ୍ର ସରକାର ଚାଷିମାନଙ୍କ ଦାବି ନବୁଝିବା ଯୋଗୁଁ ଆସନ୍ତା କାଲି ଫେବୃୟାରୀ ୬ତାରିଖ ଦିନ ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଚକାଜାମ୍ ହେବ । ଓଡ଼ିଶାରେ ମଧ୍ୟ ଚକାଜାମ ହେବ ବୋଲି ନବ ନିର୍ମାଣ କୃଷକ ସଂଗଠନ ଡାକରା ଦେଇଛି । ରାଜ୍ୟର ୨୩ଟି ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିବ ନବ ନିର୍ମାଣ କୃଷକ ସଂଗଠନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!