Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ବନ୍ଧନରେ ବ୍ୟାଡମିଣ୍ଟନ ଷ୍ଟାର ପିଭି ସିନ୍ଧୁ

by ସଞ୍ଜୟ ସ୍ୱାଇଁ
December 22, 2024
in NATIONAL NEWS, Sports
ବିବାହ ବନ୍ଧନରେ ବ୍ୟାଡମିଣ୍ଟନ ଷ୍ଟାର ପିଭି ସିନ୍ଧୁ
161
VIEWS
Share on FacebookShare on Twitter

ନିଉଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କ ବାହାଘର । ରାଜସ୍ଥାନ ଜୟପୁରରେ ଆଇଟି ପ୍ରଫେସନାଲ ଭେଙ୍କେଟେଶ ସାଇଙ୍କ ହାତ ଧରିବେ ସିନ୍ଧୁ । ଦକ୍ଷିଣ ଭାରତ ରିତିନୀତି ହେବ ବାହାଘର । ୨୪ରେ ହାଇଦ୍ରା ବାଦରେ ରିସେପସନ ପାର୍ଟି । ନିକଟରେ ସିନ୍ଧୁ ବାହାଘର ଖବର ମିଡିଆରେ ପ୍ରକାଶ କରିଥିଲେ । ଏଥିସହ ନିକଟରେ ତାଙ୍କ ନିର୍ବନ୍ଧ ଫଟୋ ମଧ୍ୟ ସୋସିଆଲ ମିଡିଆରେ ସେୟାର କରି ଖୁସି ପ୍ରକାଶ କରିଥିଲେ । ଭାବି ସ୍ବାମୀଙ୍କ ସହ ଯାଇ ଖେଳ ଜଗତର ଜଣାଶୁଣା ବ୍ୟକ୍ତିତ୍ବଙ୍କୁ ନିମନ୍ତ୍ରଣ ପତ୍ର ଦେଉଥିବାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!