Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ

by ସଞ୍ଜୟ ସ୍ୱାଇଁ
December 22, 2024
in Crime, State
ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
90
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ। ଏହି ଘଟଣାରେ ସଂପୃକ୍ତ ଥିବା ୭ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆଳି ପୁଲିସ। ଗିରଫ ଡକାୟତମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ତେଲଙ୍ଗାନା କଟୁରୀ, ତିନିଟି ବାଇକ୍‌, ୬ଟି ମୋବାଇଲ ଫୋନ୍‌, ୩୦ ଗ୍ରାମ ସୁନା, ୨୩୫ ଗ୍ରାମ ରୁପା ଓ ନଗଦ ୪୬ ହଜାର ଟଙ୍କା ଜବତ କରାଯାଇଛି। ଗତ ୪ ତାରିଖ ରାତି ପ୍ରାୟ ୮ଟା ବେଳେ ଏହି ଡକାୟତମାନେ ମୁହଁରେ କଳାକପଡ଼ା ପିନ୍ଧି ଅଙ୍ଗାରଖ ଗାଁର ପ୍ରଭାକର ପ୍ରଧାନଙ୍କ ଘରେ ପଶି ତାଙ୍କୁ ଓ ତାଙ୍କ ବୋହୂଙ୍କୁ ମାଡ଼ ମାରିବା ସହିତ ବନ୍ଧୁକ ଦେଖାଇ ଘରେ କଳାକନା ବୁଲାଇ ଦେଇଥିଲେ। ଆଳି ଆଇଆଇସି ସବ୍ୟସାଚୀ ଶତପଥୀ କହିଛନ୍ତି ଯେ ସ୍ପେଶାଲ ସ୍କ୍ୱାଡ୍‌ ଘଟଣାର ତଦନ୍ତ କରି ଏହି ୭ ଡକାୟତଙ୍କୁ ଗିରଫ କରିଛି। ସେମାନଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!