Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 27, 2024
in Nayagarh, State
ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳିତ
82
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ରଣପୁର ନିର୍ବାଚନ ମଣ୍ଡଳୀ ତରଫରୁ ମା ମଣିନାଗ ମନ୍ଦିର ପଛପାଶ୍ୱର୍ କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ବ୍ଲକ୍ ସଭାପତି ସଚ୍ଚିକାନ୍ତ ଷଡଙ୍ଗୀ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ସର୍ବପ୍ରଥମେ ବିଜୁ ବାବୁଙ୍କ ପ୍ରତିମୂର୍ତି ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ହାତମୁଠାକୁ ମଜବୁତ କରିବା ପାଇଁ ଉପସ୍ଥିତ କର୍ମୀ ମାନେ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଏନଏସି ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ୍ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ବରିଷ୍ଠ କର୍ମୀ ଗିରିଜାକାନ୍ତ ମହାପାତ୍ର, କିଶୋର ପଟ୍ଟନାୟକ, ପାଣ୍ଡବ ସେଠୀ, ବୃନ୍ଦାବନ ମହାନ୍ତି, ନର୍ମଦା ରାୟ, ସ୍ୱର୍ଣ୍ଣପ୍ରକାଶ ରାଉତରାୟ, ଏନଏସି ଯୁବ ସଭାପତି ଲିଙ୍ଗରାଜ ନାୟକ ଙ୍କ ସହ ସମସ୍ତ ନିର୍ବାଚିତ ଜିଲ୍ଲା ପରିଷଦ, ସରପଂଚ, ସମିତି ସଭ୍ୟ ଓ ଶତାଧିକ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଦଳକୁ ତୃଣମୂଳ ସ୍ତରରେ ସୁଦୃଢ କରିବା ସହ ଜନସାଧାରଣ ଙ୍କ ସୁଖଦୁଃଖରେ ସାମିଲ୍ ହେବାପାଇଁ କର୍ମୀ ମାନେ ସଙ୍କଳ୍ପ ନେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!