Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ

by ସଞ୍ଜୟ ସ୍ୱାଇଁ
December 27, 2024
in Crime, State
ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ
111
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ବନ୍ଧୁକ କାରଖାନା ଉପରେ ଚଢ଼ାଉ କରି ୨ଜଣ ବନ୍ଧୁକ କାରିଗରକୁ ଗିରଫ କରିଛି ଉଦଳା କପ୍ତିପଦା ବନବିଭାଗ। ଗତ ୨୫ ତାରିଖରେ କୁଲଡିହା ୱାଇଲଡ ଲାଇଫ ଅଫିସର କୁନା ସିଂ ନାମକ ଜଣେ ଶିକାରୀକୁ ଗିରଫ କରିବା ପରେ ତା ନିକଟରୁ ଦେଶୀ ବନ୍ଧୁକ ଜବତ କରାଯାଇଥିଲା। ସୂଚନା ଅନୁଯାୟୀ, କପ୍ତିପଦା ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇଁ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲେ । ଅନେକ ଖୋଳତାଡ କରିବା ପରେ ଦେଶୀ ବନ୍ଧୁକଟି ମାଙ୍କଡପଡା ଗାଁରେ ତିଆରୀ କରାଯାଇଥିବା ଜାଣିବାକୁ ମିଳିଥିଲା। ଏନେଇ ଗତକାଲି ରାତିରେ କପ୍ତିପଦା ବନ ବିଭାଗ ମାଙ୍କଡ଼ପଡା ଅଞ୍ଚଳରେ ଚଢ଼ାଉ କରି ବନ୍ଧୁକ ପ୍ରସ୍ତୁତ କରୁଥିବା ୨ ଜଣ ବେପାରୀଙ୍କୁ ଗିରଫ କରିଥିଲା। ଗିରଫ ୨ ଜଣ ହେଲେ ୨ ଭାଇ ରବୀନ୍ଦ୍ର ଲୋହାର ଏବଂ ଦୁଃଶାସନ ଲୋହାର। ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ତିଆରିରେ ଲାଗୁଥିବା ନଜଲ ପାଇପ, ହାତୁଡି, ଓ ଅନ୍ୟ ସାମଗ୍ରୀ ଜବତ କରିବା ପରେ ୨ ଭାଇଙ୍କୁ ପୋଲିସକୁ ହସ୍ତାନ୍ତର କରିଛି ବନବିଭାଗ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!