Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୈତରଣୀ କୂଳରେ ପଡିଛି ମହିଳାଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
December 29, 2024
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
65
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ବୈତରଣୀ ନଦୀର ସୁନାମୁନି ଘାଟରୁ ପଥର ବଥର ବନ୍ଧା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ଆନନ୍ଦପୁର ଥାନା ବୈତରଣୀ ନଦୀର ସୁନାମୁନି ଘାଟରୁ ମିଳିଛି ମୃତଦେହ । ଅଗ୍ନିଶମ ବିଭାଗ ସହାୟତାରେ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ପୋଲିସ୍ । ମୃତ ମହିଳାଙ୍କ ମିଳିନାହିଁ ପରିଚୟ । ଶନିବାର ରାତିରେ ସ୍ଥାନୀୟ କିଛି ଲୋକ ନଦୀ କୁଳକୁ ଯାଇଥିବା ସମୟରେ ପାଣି ଉପରକୁ କେବଳ ଏକ ହାତ ବାହରକୁ ଥିବା ଦେଖିଥିଲେ । କେହି ପାଣିରେ ବୁଡି ଯାଇଥିବା ସଂଦେହ କରି ପୋଲିସ୍ କୁ ଖବର ଦେଇଥିଲେ । ଆନନ୍ଦପୁର ପୋଲିସ୍ ସେଠାରେ ପହଁଞ୍ଚି ବିଳମ୍ବିତ ରାତିରେ ଅଗ୍ନିଶମ ବିଭାଗ ସହାୟତାରେ ମୃତଦେହ ଉଦ୍ଧାର ପରେ ଦୃଶ୍ୟ କିଛି ଭିନ୍ନ ରହିଥିଲା । ମହିଳାଙ୍କ ଅଣ୍ଟାରେ ପଥର ବନ୍ଧା ହୋଇଥିବାବେଳେ ଗୋଟିଏ ହାତ ମଧ୍ୟ ଶରୀର ସହ ବନ୍ଧା ହୋଇଥିବା ଦେଖିବାକୁ ମିଳିଛି । କେହି ମହିଳାଙ୍କୁ ହତ୍ୟା କରି ହାତ ବାନ୍ଧିବାସହ ଶରୀରକୁ ପଥରରେ ବାନ୍ଧି ନଦୀକୁ ଫିଙ୍ଗି ଦେଇଥିବା ସନ୍ଦେହ କରି ଅଧିକ ତଦନ୍ତ ଚଳାଇଛି ପୋଲିସ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!