Thursday, November 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
February 8, 2021
in Feature News
ହାତୀ ଆକ୍ରମଣରେ ଜଣେ ମୃତ
169
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ହିନ୍ଦୋଳ ଉପଖଣ୍ଡ ରାସୋଳ ଥାନା ଅନ୍ତର୍ଗତ ମାନିଆନାଳି ଗ୍ରାମରେ ଜଣେ ବ୍ୟକ୍ତି ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ସୋମବାର ସଂଧ୍ୟା ୬ ଘଟିକା ସମୟରେ ରବି ରାଉତ (୫୫) ନାମକ ବ୍ୟକ୍ତି ଘର ପାଖରେ ଥିବା ପୋଖରୀକୁ ଶୌଚ ହେବାକୁ ଯାଇଥିବା ସମୟରେ ଏକ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ । ହାତୀ ତାଙ୍କୁ ଶୁଣ୍ଢରେ ଟେକି ଫୋପାଡ଼ି ଦେବାରୁ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!