Thursday, November 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି ବୈଠକ

by ସଞ୍ଜୟ ସ୍ୱାଇଁ
February 9, 2021
in Feature News
ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି ବୈଠକ
136
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୩ର ବୈଠକ ବିଧାନସଭା ପରିସରସ୍ଥ ୫୪ ନଂ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ଆଲୋଚନା ହୋଇଥିଲା । ବିଧାନସଭା ଷ୍ଟାଣ୍ଡିଂ କମିଟି ତରଫରୁ ତା.୧୧/୦୩/୨୦୨୦ରିଖରେ ପ୍ରଦାନ କରାଯାଇଥିବା ରିପୋର୍ଟ ଉପରେ ବିଭାଗ ତରଫରୁ କେଉଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଉକ୍ତ ବୈଠକରେ କମିଟି ସଦସ୍ୟମାନଙ୍କ ସହ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପଦସ୍ଥ ଅଧିକାରୀ ଓ ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!