Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଇଥଗାଡ଼ିଆ କ୍ରିକେଟ୍ କ୍ଲବ ଚାମ୍ପିୟାନ

by ସଞ୍ଜୟ ସ୍ୱାଇଁ
January 5, 2025
in Nayagarh, Sports, State
କଇଥଗାଡ଼ିଆ କ୍ରିକେଟ୍ କ୍ଲବ ଚାମ୍ପିୟାନ
320
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ବାଲୁଗାଁ ପ୍ରମିୟର ଲିଗ୍ ଫାଇନାଲ ମ୍ୟାଚ ଆଜି ଅନୁଷ୍ଠିତ ହୋଇଯାଇଛି । ୧୬ଟି ଟିମକୁ ନେଇ ଅନୁଷ୍ଠିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟଫାଇନାଲ ମ୍ୟାଚରେ ଇଟାମାଟି ଏମ୍‌ଏନ୍‌ସିସି ଏବଂ କଇଥଗାଡ଼ିଆ କ୍ରିକେଟ କ୍ଲବ ମଧ୍ୟରେ ମୁକାବିଲା ହୋଇଥିଲା । ଇଟାମାଟି ଏମଏନସିସି ଟଚ ଜିତି ପ୍ରଥମେ ବ୍ୟାଟିଂ କରିଥିଲା । ସମସ୍ତ ଉଇକେଟ୍ ହରାଇ ଇଟାମାଟି ଦଳ ୯୬ ରନ୍ ସଂଗ୍ରହ କରିଥିଲେ । ପରେ କଇଥଗାଡ଼ିଆ କ୍ରିକେଟ୍ କ୍ଲବ ଧୁଆଁଧାର ବ୍ୟାଟିଂ କରି ୩ଟି ଉଇକେଟ୍ ବିନିମୟରେ ବିଜୟୀ ହୋଇଥିଲେ । କଇଥଗାଡ଼ିଆ କ୍ରିକେଟ୍ କ୍ଲବ ଚାମ୍ପିୟାନ ଟ୍ରଫି ହାସଲ କରିଥିବା ସୂଚନା ମିଳିଛି ।

ଆଜିର ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର, ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା ପ୍ରମୂଖ ଯୋଗ ଦେଇଥିଲେ । ବାଲୁଗାଁ ସରପଞ୍ଚ ମନୋଜ କୁମାର ନାୟକ ଓ ସମିତିସଭ୍ୟ କବିତା ନାୟକଙ୍କ ସହଯୋଗ ଓ ଉପସ୍ଥିତି କ୍ରୀଡ଼ାବିତ୍‌ଙ୍କୁ ଉତ୍ସାହିତ କରିଥିଲା । ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ୧୫ ଦିନ ଧରି ଅନୁଷ୍ଠିତ ହେଉଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!