Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନ ବନ୍ଦରରୁ ୯ କୋଟିର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
January 7, 2025
in Crime, State
ବିମାନ ବନ୍ଦରରୁ ୯ କୋଟିର ଗଞ୍ଜେଇ ଜବତ
153
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ବିମାନ ବନ୍ଦରର ସୁରକ୍ଷା ବଳୟ ଡେଇଁ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ କରୁଥିଲେ ମହିଳା। ମାତ୍ର ହଠାତ୍ ଧରିଦେଲେ କଷ୍ଟମ ବିଭାଗ ଅଧିକାରୀ। ଆଉ ମହିଳାଙ୍କ ନିକଟରୁ ଛୋଟ ଛୋଟ ପ୍ୟାକେଟରେ ଜବତ ହେଲା ପୁଳା ପୁଳା ଗଞ୍ଜେଇ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୯ କୋଟିରୁ ଅଧିକ ଟଙ୍କା ହେବ ବୋଲି ଜଣାଯାଇଛି। ଏପରି ଏକ ଘଟଣା ଗତ ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ଘଟିଛି। ଗୋଟିଏ ବ୍ୟାଗରେ ଛୋଟ ଛୋଟ ପ୍ୟାକେଟ କରି ଗଞ୍ଜେଇ ଆଣୁଥିଲେ ସଂପୃକ୍ତ ମହିଳା। ତେବେ ମହିଳାଙ୍କ ବ୍ୟାଗ୍ ସର୍ଚ୍ଚ ବେଳେ ଏସବୁ ପାଇଥିଲା କଷ୍ଟମ୍ସ ବିଭାଗ। ପଚରାଉଚରା ପରେ ସଂପୃକ୍ତ ମହିଳାଙ୍କୁ ଗିରଫ କରାଯାଇଛି। ତେବେ ଏତେ ପରିମାଣର ଗଞ୍ଜେଇ କେଉଁଠୁ ଆସୁଥିଲା ଓ କେଉଁଠିକୁ ଯାଉଥିଲା ଓ ଏଥିରେ ଆଉ କିଏ କିଏ ସମ୍ପୃକ୍ତ ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!