Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନୱାଡ଼ି ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି

by ସଞ୍ଜୟ ସ୍ୱାଇଁ
January 7, 2025
in Nayagarh, State
ଅଙ୍ଗନୱାଡ଼ି ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି
420
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଏଲ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱର୍କର ଆସୋସିଏସନ୍ ପକ୍ଷରୁ ଆଜି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ସମେତ ଜିଲ୍ଲାର ପ୍ରମୁଖ ପ୍ରଶାସନିକ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ବିଭିନ୍ନ ବ୍ଲକର ଅଙ୍ଗନୱାଡ଼ି ୱାର୍କର କର୍ମକର୍ତ୍ତାମାନେ ଏକାଠି ହୋଇ ବଜାର ଦରଦାମ ବୃଦ୍ଧି ଯୋଗୁଁ ଏସଏନପି ଖାଦ୍ୟ ରନ୍ଧନ ଏବଂ ଅଣ୍ଡା ବଣ୍ଟନରେ ବହୁତ ସମସ୍ୟା ଉପୂଜୁଛି ବୋଲି ଅଭିଯୋଗ କରିଛନ୍ତି। ଅଣ୍ଡା ବଜାର ମୁଲ୍ୟ ୮ ଟଙ୍କା ରହିଥିବା ବେଳେ ସରକାରଙ୍କ ପକ୍ଷରୁ ଅଣ୍ଡା ପାଇଁ ୫ ଟଙ୍କା ବ୍ୟବସ୍ଥା କରାଯାଇଛି।

ସେହିଭଳି ଭାବେ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ପାଇଁ ପ୍ରଦାନ କରାଯାଉଥିବା ଅର୍ଥରେ ଭୋଜନ ପ୍ରସ୍ତୁତ କରିବା ସମ୍ଭବ ହେଉନାହିଁ। ଯାହାକୁ ନେଇ ଏ ସମ୍ପର୍କରେ କିଛି ପଦକ୍ଷେପ ତଥା କିଛି ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏବଂ ସମସ୍ତ ବ୍ଲକର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଅଛି । ଉକ୍ତ ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ସଭାପତି ଜ୍ୟୋତ୍ସ୍ନାମୟୀ ପଣ୍ଡା, ଜିଲ୍ଲା ସମ୍ପାଦିକା ବିନୋଦିନ ଦେଇ, ଗୀତାଞ୍ଜଳି ସେଠୀ, ଜିଲ୍ଲା ସମ୍ପାଦକ ସୁକାନ୍ତ କୁମାର ମହାପାତ୍ର ଏବଂ ସମସ୍ତ ବ୍ଲକର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!