Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖାକିରେ କଳଙ୍କ, ସାହାଯ୍ୟ କରିବା ବାହାନାରେ ଯୁବତୀଙ୍କୁ ଅସଦାଚରଣ

by ସଞ୍ଜୟ ସ୍ୱାଇଁ
January 8, 2025
in Crime, State
ଖାକିରେ କଳଙ୍କ, ସାହାଯ୍ୟ କରିବା ବାହାନାରେ ଯୁବତୀଙ୍କୁ ଅସଦାଚରଣ
128
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଖାକିରେ ଦାଗ, ରକ୍ଷକ ସାଜିଲା ଭକ୍ଷକ । ଆରପିଏଫ ଏଏସଆଇ ପ୍ଲାଟଫର୍ମରେ ଯୁବତୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ସୁରକ୍ଷିତ ସ୍ଥାନକୁ ଯାଇ ଅସୁରକ୍ଷିତ ହେଇଗଲେ ଯୁବତୀ। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ ଅସଦାଚରଣ। ଅଭିଯୋଗ ପରେ ଗିରଫ ହେଲେ ସମ୍ପୃକ୍ତ ଏଏସଆଇ। ଭୁବନେଶ୍ୱର ଆରପିଏଫରେ କାର୍ଯ୍ୟରତ ଏଏସଆଇ ନିରଞ୍ଜନ ଜେନା ଗିରଫ । ୨ ଦିନ ପୁର୍ବରୁ ଟ୍ରେନରେ ଆସି ଷ୍ଟେସନରେ ଓହ୍ଲାଇଥିଲେ ଜଣେ ଯୁବତୀ। ହଷ୍ଟେଲ ବନ୍ଦ ଥିବାରୁ ଆରପିଏଫ ଥାନାକୁ ଯାଇଥିଲେ। ସେଠାରେ ଏଏସଆଇ ନିରଞ୍ଜନ ଯୁବତୀଙ୍କୁ ରୁମରେ ରହିବା ପାଇଁ କହିଥିଲେ । ଯୁବତୀ ରୁମ୍ ଭିତରକୁ ଯିବାପରେ ନିରଞ୍ଜନ କବାଟ ବନ୍ଦ କରିଦେଇଥିଲେ। ବନ୍ଦ ଘର ଭିତରେ ଯୁବତୀଙ୍କୁ ଅସଦାଚରଣ କରିଥିଲେ ଏଏସଆଇ। ଯୁବତୀ ଭୟଭୀତ ହେଇ ପିସିଆରକୁ କଲ କରିଥିଲେ। ପିସିଆର ଆସି ଯୁବତୀଙ୍କୁ ଉଦ୍ଧାର କରିଥିଲା। ଜିଆରପି ଥାନାରେ ଅଭିଯୋଗ ପରେ ଆରପିଏଫ ଏଏସଆଇ ନିରଞ୍ଜନକୁ ଗିରଫ କରିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!