Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ଖଣି ଅଧିକାରୀଙ୍କ ଘରେ ସିବିଆଇର ବଡ଼ଧରଣର ଚଢ଼ାଉ

by ସଞ୍ଜୟ ସ୍ୱାଇଁ
January 8, 2025
in Crime, State
୨ ଖଣି ଅଧିକାରୀଙ୍କ ଘରେ ସିବିଆଇର ବଡ଼ଧରଣର ଚଢ଼ାଉ
47
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍‌ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ ସରୋଜ ପଟ୍ଟନାୟକ ଏବଂ ସୁନନ୍ଦ ପରିଡ଼ାଙ୍କ କ୍ବାର୍ଟର୍ସରେ ଏହି ଚଢ଼ାଉ ଚାଲିଛି। ଉଚ୍ଚମାନର ଲୁହାପଥରକୁ ନିମ୍ନମାନର ଦର୍ଶାଇ ବିକି କରିବା ଅଭିଯୋଗରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ୨୦୨୪ ସେପ୍ଟେମ୍ବରରେ ରାଉରକେଲାର ଟେନ୍‌ସାସ୍ଥିତ ମାଇନ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ହୋଇଥିଲା। ‘ସେଲ’ର ଭିଜିଲାନ୍ସ ଟିମ୍‌ ଯାଞ୍ଚ ପରେ ମାମଲା ସିବିଆଇକୁ ଯାଇଥିଲା। ସେହିପରି ଆଜି ଆଉ ଜଣେ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ଚଢ଼ାଉ କରିଛି । ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ ଇଡି ରେଡ କରୁଛି। ବେଆଇନ ଅର୍ଥ କାରବାର ନେଇ ଚଢାଉ କରାଯାଉଥିବା ଜଣାପଡିଛି। ଚଢ଼ାଉ ବେଳେ ଟଙ୍କା କାରବାରର ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!