Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୫ରେ ନୟାଗଡ଼ ଜିଲ୍ଲା ଗାଁ ସାଥୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଜରୁରୀ ବୈଠକ

by ସଞ୍ଜୟ ସ୍ୱାଇଁ
January 8, 2025
in Nayagarh, State
ଆସନ୍ତା ୧୫ରେ ନୟାଗଡ଼ ଜିଲ୍ଲା ଗାଁ ସାଥୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଜରୁରୀ ବୈଠକ
195
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆସନ୍ତା ୧୫ ତାରିଖ ବୁଧବାର ଦିନ ନୟାଗଡ଼ ଜିଲ୍ଲା ଗାଁ ସାଥୀ (ମେଟ୍‌) ମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ଏକ ଜରୁରୀ ବୈଠକ ପାଇଁ ଜିଲ୍ଲା ସଭାପତି ରାମକୃଷ୍ଣ ପାଢ଼ୀ ଆହ୍ୱାନ କରିଛନ୍ତି । ଏଥିରେ ଜିଲ୍ଲା କାର୍ଯ୍ୟକାରୀ କମିଟି ଓ ସମସ୍ତ ବ୍ଲକର ବ୍ଲକ କମିଟିର ସମସ୍ତ ସଦସ୍ୟ ମାନଙ୍କ ସହିତ ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ୨୦୦୮ ମସିହାରୁ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌) ମାନେ ଏହି ବୈଠକରେ ଉପସ୍ଥିତ ରହିବା ପାଇଁ ଅନୁରୋଧ କରିଛନ୍ତି । ଏହି ବୈଠକ ନୟାଗଡ଼ ବ୍ଲକ ଅନ୍ତର୍ଗତ ପ୍ରତାପପ୍ରସାଦସ୍ଥିତ ମା ଭୈରବୀ ପିଠରେ ଦିବା ୧୦ ଘଟିକା ସମୟରେ ଅନୁଷ୍ଠିତ ହେବ । ଏହି ବୈଠକରେ ଗାଁ ସାଥୀ (ମେଟ୍‌) ମାନେ ଦୀର୍ଘ ୧୭ ବର୍ଷରୁ ନିଯୁକ୍ତି ପାଇ କାର୍ଯ୍ୟରତ ଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ସରକାରୀ ସ୍ଥାୟୀ ନିଯୁକ୍ତି ଦରମା ବିଷୟରେ ଆଲୋଚନା କରାଯିବା ସହିତ ଅନ୍ୟାନ୍ୟ ସମସ୍ୟା ଗୁଡିକୁ ଆଲୋଚନା କରି ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ଜିଲ୍ଲାପାଳଙ୍କ ଜରିଆରେ ଦିଆଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!