Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ

by ସଞ୍ଜୟ ସ୍ୱାଇଁ
January 10, 2025
in Nayagarh, State
ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ
150
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତା-୨୦୨୫ରେ ଶ୍ରେଷ୍ଠ ୫ରେ ନୟାଗଡ଼ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ ମିଶ୍ର କୃତିତ୍ୱ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ୩୦ଟି ଜିଲାରୁ ୩୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସଂସଦୀୟ ବ୍ୟାପାର ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଥିବା ରାଜ୍ୟ କୃଷି ଭବନ ପରିସରରେ ଅନୁଷ୍ଠିତ ଏକ ଛାୟା ପାର୍ଲିଆମେଣ୍ଟ ଅଧିବେଶନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲାରୁ ପ୍ରତିନିଧିତ୍ୱ କରୁଥିବା ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୂମିକାରେ ନିଖୁଣ ଅଭିନୟ କରି ଅତିଥି ମାନଙ୍କ ଠାରୁ ପୁରସ୍କୃତ ହୋଇଥିଲେ।

ତାଙ୍କର ଏହି ଚମତ୍କାର ଅଭିନୟ ପାଇଁ ସମଗ୍ର ରାଜ୍ୟରେ ଶ୍ରେଷ୍ଠ ୫ଜଣଙ୍କ ମଧ୍ୟରେ ରହି ବିଦ୍ୟାଳୟ ତଥା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ରାଜ୍ୟସ୍ତରରେ କୃତିତ୍ୱ ହାସଲ କରିଥିବା ପ୍ରିୟରଞ୍ଜନ ଏବଂ ଗାଇଡ ଶିକ୍ଷୟିତ୍ରୀ ଉଷାରାଣୀ ପ୍ରଧାନଙ୍କୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!