Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ କେଜି ଗଞ୍ଜେଇ ସହ କାର୍ ଜବତ

by ସଞ୍ଜୟ ସ୍ୱାଇଁ
January 11, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
56
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଫୁଲବାଣୀରୁ ଭଦ୍ରକ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ମାଡ଼ି ବସିଲା ଅବକାରୀ ବିଭାଗର ଟିମ୍ । ୫୭ ନମ୍ୱର ଜାତୀୟ ରାଜପଥର ଜାଗୁଳେଇ ପାଟଣା ଛକ ନିକଟରେ ଚଢାଉ କରି ୫୦ କେଜି ଗଞ୍ଜେଇ ସହ ମାରୁତି କାର୍ ଜବତ କରାଯାଇଛି । ଘଟଣାରେ ସମ୍ପୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସୂଚନା ମୁତାବକ, ଫୁଲବାଣୀରୁ ଭଦ୍ରକକୁ ଏକ କାର୍ ଯୋଗେ ୫୦ କେଜି ଗଞ୍ଜେଇ ଚୋରା ଚାଲାଣ କରାଯାଉଥିଲା । ଏନେଇ ଅବକାରୀ ବିଭାଗ ଖବର ପାଇବା ପରେ ହଠାତ୍ ଚଢାଉ କରିଥିଲା । ୫୭ ନମ୍ୱର ଜାତୀୟ ରାଜପଥର ଜାଗୁଳେଇ ପାଟଣା ଛକ ନିକଟରେ ଚଢାଉ କରି ୫୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ଟିମ୍ । ଏହି ଚାଲାଣରେ ବ୍ୟବହୃତ କାର୍‌କୁ ଜବତ କରି ଘଟଣାରେ ସମୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!