Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
January 11, 2025
in Accident, State
ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍
95
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ମୋଟର ସାଇକେଲ ଆରୋହୀଙ୍କ ଉପରେ ପଛପଟୁ ମାଡି ଗଲା ଟ୍ରକ୍‌ । ଘଟଣା ସ୍ଥଳରେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଢେଙ୍କାପୁର ଶାସନର ରାଜେଶ୍ ଦ୍ୱିବେଦୀ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଷଠିଘର ସାହି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଶନିବାର ସକାଳ ପ୍ରାୟ ୯ ଟା ସମୟରେ ରାଜେଶ୍ ଦ୍ୱିବେଦୀ ତାଙ୍କ ମୋଟର ସାଇକେଲରେ ୨୦ ନମ୍ବର ଜାତୀୟ ରାଜପଥ ଦେଇ ଯାଉଥିଲେ । ଏହି ସମୟରେ ଷଠିଘର ସାହି ନିକଟରେ ପଛ ପଟୁ ଏକ ଟ୍ରକ୍‌ ଆସି ତାଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!