Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗର ଚଢାଉ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
January 11, 2025
in Crime, State
ଅବକାରୀ ବିଭାଗର ଚଢାଉ, ୫ ଗିରଫ
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦେଶୀ ମଦ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଚଢାଉ । ଘଟଣାରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଗିରଫ କଲା ଅବକାରୀ ଟିମ୍‌ । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଦେଶୀ ମଦ, ଗୋଟିଏ କାର୍‌ ଏବଂ ଏକ ସ୍କୁଟି ଜବତ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ଏହି ଚଢାଉ କରାଯାଇଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଭୁବନେଶ୍ୱରରେ ଦେଶୀ ମଦ ଚୋରା ମଦ ଚାଲାଣ କରାଯାଉଥିବା ନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗର ଟିମ୍‌ । ଖବର ପାଇ ହଠାତ ଚଢାଉ କରିଥିଲା । ଚଢାଉ କରି ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯାଇଛି । କେବଳ ସେତିକି ନୁହେଁ, ମଦ ଚାଲାଣରେ ବ୍ୟବହୃତ କାର୍‌ ଓ ସ୍କୁଟିକୁ ମଧ୍ୟ ଜବତ କରିଛି ଅବକାରୀ ଟିମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!