Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍, ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
January 12, 2025
in Accident, State
ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍, ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ
59
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ । ବାଇକ୍‌କୁ ପିକଅପ୍ ଭ୍ୟାନ୍ ଧକ୍କା ଦେବା ଯୋଗୁଁ ଦୁର୍ଘଟଣା ଘଟିଛି । କରଞ୍ଜିଆ-ଠାକୁରମୁଣ୍ଡା ରୋଡ୍ କେନ୍ଦୁଜୁମୁଣ୍ଡି ଜଙ୍ଗଲ ନିକଟରେ ଘଟିଛି ଦୁର୍ଘଟଣା । ସୂଚନାଯୋଗ୍ୟ ଯେ, ବାଇକ୍ ଯୋଗେ ସ୍ଵାମୀ ଓ ସ୍ତ୍ରୀ ଯାଉଥିବା ବେଳେ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ କରଞ୍ଜିଆ ମେଡ଼ିକାଲରୁ ନିଆଯାଇଥିଲା । କିନ୍ତୁ ମେଡ଼ିକାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଛି । କରଞ୍ଜିଆ-ଠାକୁରମୁଣ୍ଡା ରୋଡ୍ କେନ୍ଦୁଜୁମୁଣ୍ଡି ଜଙ୍ଗଲ ନିକଟରେ ଏଭଳି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ କ୍ଷତିପୂରଣ ଦାବି କରିଥିଲେ ସ୍ଥାନୀୟ ଲୋକ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ସହ ଅଧିକ ତଦନ୍ତ ଜାରି ରଖିଛି । ତେବେ ସ୍ଵାମୀ-ସ୍ତ୍ରୀ ଦୁଇ ଜଣ ମହୁଲଡିହା ଥାନା ଚିରୁପଦା ଗାଁର ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!