Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ପାଳନ

by ସଞ୍ଜୟ ସ୍ୱାଇଁ
January 12, 2025
in Nayagarh, State
ନୟାଗଡ଼ରେ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ପାଳନ
107
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଶ୍ୱବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ଅବସରରେ ନୟାଗଡ଼ ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି, ନୟାଗଡ଼ ତରଫରୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଅଛି। ୧୯୮୪ ମସିହା ଜାନୁୟାରୀ ୧୨ ତାରିଖରୁ ମହାନ୍ ଆଧ୍ୟାତ୍ମିକ ସନ୍ନ୍ୟାସୀ, ଦାର୍ଶନିକ, ବିଚାରକ,ସଂସ୍କାରକ ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଜୟନ୍ତୀ କୁ ଜାତୀୟ ଯୁବ ଦିବସ ଭାବେ ମଧ୍ୟ ସମଗ୍ର ଭାରତବର୍ଷରେ ପାଳିତ କରାଯାଉଅଛି। ବିବେକାନନ୍ଦ ଥିଲେ ଯୁବକମାନଙ୍କ ପାଇଁ ପ୍ରେରଣାର ସ୍ରୋତ। ରାଷ୍ଟ୍ର ଓ ସମାଜନିର୍ମାଣ ରେ ଯୁବକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ତାଙ୍କର ଆହ୍ୱାନ ଯୁଗେ ଯୁଗେ ଯୁବ ସମାଜକୁ ପ୍ରେରିତ କରୁଥିବ ବୋଲି ଆଜି ଶ୍ରଦ୍ଧାଞ୍ଜଳି ସଭାରେ ବିଭନ୍ନ ବ୍ୟକ୍ତି ବିଶେଷ ମତବ୍ୟକ୍ତ କରିଥିଲେ। ଗୋଦାବରୀ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୂଜ୍ୟପୂଜା ଅନୁଷ୍ଠାନ ର ଉପସଭାପତି ରାମକୃଷ୍ଣ ରଥ, ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ, ସିଭିଲ ସୋସାଇଟିର ବରିଷ୍ଠ ସଦସ୍ୟ ଭଗବତୀ ପଟ୍ଟନାୟକ,ଶରତ କୁମାର ସାହୁ, ନିରଞ୍ଜନ ମିଶ୍ର, ବସନ୍ତ କୁମାର ରାଉତ, ବିପିନ ସାହୁ, ନବକିଶୋର ସାହୁ, ଉଦୟନାଥ ମହାନ୍ତି, ଗୋପବନ୍ଧୁ ଲେଙ୍କା ପ୍ରମୁଖ ଯୋଗଦେଇଥିଲେ। ଧନ୍ୟବାଦ ପ୍ରଦାନ କରିଥିଲେ ଧୀରେନ୍ଦ୍ର କୁମାର ପଟ୍ଟନାୟକ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!