Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ

by ସଞ୍ଜୟ ସ୍ୱାଇଁ
January 13, 2025
in Nayagarh, State
ସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ
63
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସେବାଉତ୍ସବ ସମିତି ପକ୍ଷରୁ ପୁରୁଣା ସହର ଠାରେ ଆୟୋଜିତ ଯୁବ ଉତ୍ସବ କାର୍ଯ୍ୟକ୍ରମ ରବିବାର ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି l ରବିବାର ନୟାଗଡ଼ ପୁରୁଣା ସହର ସ୍ଥିତ ଯଦୁମଣି ନାଟ୍ୟ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଯୋଗଦେଇଥିବା ବେଳେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ l

ପରେ ପରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହାଭାଗୀତରେ ଇଣ୍ଡିଆନ ଡ୍ୟାନ୍ସ ଏକାଡେମୀ, ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟାମନ୍ଦିର, ବ୍ରହ୍ମପୁର କଳା ପରିଷଦ, ଢେଙ୍କାନାଳ ପାଇକ ଆଖଡ଼ା ଓ ଗନ୍ଧର୍ବ କଳା ପରିଷଦର କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପାରିବେଶିତ ହୋଇଥିଲା l ଓଡିଶୀ ଓ ଦେଶପ୍ରେମ ସଂଗୀତରେ ଦର୍ଶକ ମାନେ ଶୀତୁଆ ସନ୍ଧ୍ୟାକୁ ଭରପୁର ଉପଭୋଗ କରିଥିଲେ l ଶେଷରେ ସମସ୍ତ କଳାକାର ମାନଙ୍କୁ ବାଚସ୍ପତି ସୁରମା ପାଢ଼ି ସମ୍ବର୍ଦ୍ଧିତ କରିଥିଲେ l ଏହି କାର୍ଯ୍ୟକ୍ରମକୁ ଅଭୟ କୁମାର ଜେନା ସଂଯୋଜନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଦେବଦୂତ ସେବା ସଂଗଠନର କର୍ମକର୍ତାଙ୍କ ସମେତ ସେବା ସମିତିର କର୍ମକର୍ତା ପ୍ରଶାନ୍ତ ସାହୁ, ପରମେଶ୍ୱର ସାହୁ, ଅଶୋକ କୁମାର ଭଟ, ଶୁଭାଶିଷ ବେହେରା, ଅମିତ କୁମାର ସାହୁ, ଉମାକାନ୍ତ ମହାପାତ୍ର, ବର୍ଷା ପ୍ରିୟଦର୍ଶିନୀ ପ୍ରଧାନ, ସୋମ୍ୟା ସ୍ୱୟଂ ପ୍ରଭା ପ୍ରମୁଖ ପରିଚାଳନା କରିଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!