Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ଅଧ୍ୟାପକଙ୍କ ବିରୁଦ୍ଧରେ କର୍ମଚାରୀ ମେଳି

by ସଞ୍ଜୟ ସ୍ୱାଇଁ
January 15, 2025
in Nayagarh, State
ଓଡ଼ିଆ ଅଧ୍ୟାପକଙ୍କ ବିରୁଦ୍ଧରେ କର୍ମଚାରୀ ମେଳି
829
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ବିପିନ କୁମାର ପଟ୍ଟନାୟକଙ୍କୁ ଓଡ଼ିଆ ଅଧ୍ୟାପକ ବାନାମ୍ବର ପୃଷ୍ଟି ମାଡ଼ ମାରିବା ଘଟଣାରେ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଦାବିପତ୍ର ପ୍ରଦାନ ପାଇଁ ପହଂଚିଛନ୍ତି। ଓଡ଼ିଆ ଅଧ୍ୟାପକଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠନ ଦାବି ହୋଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ତଦନ୍ତ ଶେଷ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠନ ଗ୍ରହଣ ହୋଇନଥିବାରୁ ଆଜି ସମସ୍ତ କର୍ମଚାରୀ ଏଭଳି ପଦକ୍ଷେପ ନେଇଛନ୍ତି। ଓଡ଼ିଆ ଅଧ୍ୟାପକ ଜଣେ ବିଶୃଙ୍ଖଳିତ ବ୍ୟକ୍ତି ବୋଲି ଅନେକ କର୍ମଚାରୀ ଅଭିଯୋଗ କରିଛନ୍ତି। ଗତ ୩୦ ତାରିଖରେ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷଙ୍କୁ ଓଡ଼ିଆ ଅଧ୍ୟାପକ ଚାପୁଡ଼ା ମାରିଥିଲେ। ଏନେଇ ଅଧ୍ୟକ୍ଷ ଥାନାରେ ଅଭିଯୋଗ ପରେ ପୁଲିସ ମାମଲା ରୁଜୁ କରି ଚୁପ ବସିଥିଲା। ଫଳରେ ଓଡ଼ିଆ ଅଧ୍ୟାପକ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଥିଲେ। ଆସନ୍ତାକାଲିଠାରୁ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!