Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶା ସାମଗ୍ରୀ ସିଜ୍

by ସଞ୍ଜୟ ସ୍ୱାଇଁ
January 15, 2025
in Crime, State
ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ମିଳିବ ଶ୍ରୀମନ୍ଦିର ଓ ଶ୍ରୀଲିଙ୍ଗରାଜ ମନ୍ଦିରର ଭୋଗ
32
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିମାନବନ୍ଦରରୁ ୪ କୋଟିର ଦାମୀ ନିଶାଦ୍ରବ୍ୟ ଜବତ । ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ଏତେ ଟଙ୍କାର ନିଶା ସାମଗ୍ରୀ । ଏୟାରପୋର୍ଟରୁ କଷ୍ଟମ ବିଭାଗ ଓ ଡିଆର୍ଆଇ ଟିମ୍ ଏହି ନିଶା ସାମଗ୍ରୀକୁ ଧରିଛି । ଖବର ଅନୁଯାୟୀ, ଭୁବନେଶ୍ବର ଏୟାରପୋର୍ଟରୁ ଧରା ହେଲା ୪ କୋଟିର ଦାମୀ ନିଶାଦ୍ରବ୍ୟ । ବ୍ୟାଙ୍କକ୍ ରୁ ଆସୁଥିଲା ଏହି ଦାମୀ ନିଶା ଦ୍ରବ୍ୟ। କୌଣସି ସୁତ୍ରରୁ ଖବର ପାଇ ଏୟାରପୋର୍ଟରୁ ଧରିଛି କଷ୍ଟମ ବିଭାଗ ଓ ଡ଼ିଆରଆଇ । ଖାଦ୍ୟ ପୁଡ଼ିଆ ଭିତରେ ନିଶାଦ୍ରବ୍ୟ ଆଣୁଥିଲେ । ତେବେ ନିଶାଦ୍ରବ୍ୟ ଚୋରା କାରବାରରେ ଜଣେ ଭାରତୀୟ ନାଗରିକ ମଧ୍ୟ ଗିରଫ ହୋଇଛନ୍ତି । ଗିରଫ ବ୍ୟକ୍ତିଙ୍କ ଘର କେରଳ ବୋଲି ସୂଚନା ମିଳିଛି । ନିଶା କାରବାର ପାଇଁ ଧରାପଡ଼ିଥିବା ବ୍ୟକ୍ତି କମିଶନ ନେଇ ଚାଲାଣ କରୁଥିଲେ ବୋଲି ସୂଚନା ଦେଇଛନ୍ତି ଡ଼ିଆରଆଇ। ଏହାସହିତ ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ଛାନ୍‌ଭିନ୍ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!