Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାତ୍ରପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗ, ସ୍ୱାମୀ ଗିରଫ

by ସଞ୍ଜୟ ସ୍ୱାଇଁ
January 15, 2025
in Crime, State
ପାତ୍ରପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗ, ସ୍ୱାମୀ ଗିରଫ
43
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା ପାତ୍ରପଡ଼ା ଗାଁରେ ବଧୂହତ୍ୟା ଅଭିଯୋଗ। ମହିଳାଙ୍କୁ ଯୌତୁକ ଓ ମାନସିକ ନିର୍ଯ୍ୟାତନା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ମହିଳାଙ୍କ ପରିବାର ଲୋକେ । ମୃତ ମହିଳା ଜଣଙ୍କ ହେଉଛନ୍ତି ପାତ୍ରପଡ଼ା ଗାଁର ଅର୍ଜୁନ ନାଏକଙ୍କ ସ୍ତ୍ରୀ ଓଷା ନାଏକ। ସୂଚନା ଅନୁଯାୟୀ, ଛେଣ୍ଡିପଦା ଥାନା ଜାମ୍ବୁନାଳି ଗାଁର ଓଷା ନାଏକ ବାଗଡ଼ିଆ ଥାନା ପାତ୍ରପଡ଼ା ଗାଁର ଅର୍ଜୁନ ନାଏକଙ୍କୁ ବିବାହ କରିଥିଲେ। ବିବାହର ପରେ ଯୌତୁକ ପାଇଁ ଶାଶୂ ଘର ଲୋକେ ଓଷାକୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଉଷା ଆତ୍ମହତ୍ୟା କରିଥିବା ଖବର ପାଇ ଛେଣ୍ଡିପଦା ମେଡିକାଲରେ ପହଞ୍ଚିଥିଲେ ବାପଘର ଲୋକେ । ହତ୍ୟା ସନ୍ଦେହ କରି ମୃତ ମହିଳାଙ୍କ ବାପା ବାଗଡ଼ିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମହିଳାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ମହିଳା ସ୍ୱାମୀ ଅର୍ଜୁନଙ୍କୁ ଗିରଫ କରି ପୋଲିସ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!