Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍

by ସଞ୍ଜୟ ସ୍ୱାଇଁ
January 17, 2025
in Crime, State
ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍
252
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ବଢିଲା ଦିବଂଗତ ବିଜେଡି ନେତା ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଅଡୁଆ । ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ । ଆୟକର ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ କରାଯାଉଛି । ସମ୍ୱଲପୁର ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ୍ କରାଯାଉଛି । ୧୦ଟି ଇନୋଭା ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । ତେବେ ରେଡ ସମ୍ପର୍କରେ କେହି ମୁହଁ ଖୋଲିନଥିବା ଜଣାପଡିଛି । ସୂଚନା ଥାଉକି, ସ୍ୱର୍ଗତ ନେତା ନବ ଦାସଙ୍କ ଭାଇ ବ୍ରଜକିଶୋଦ ରାସ ଜଣେ ସୁପର କ୍ଲାସ କଣ୍ଟ୍ରାକ୍ଟର । ଦୀର୍ଘଦିନ ଧରି ସେ ଆୟକର ଫାକିବା ନେଇ ଅଭିଯୋଗ ହେଉଥିଲା । ଏହି ଅଭିଯୋଗରେ ଚଢାଉ ହୋଇଥିବା ଅନୁମାନ । ଭୁବନେଶ୍ୱର, ଛତିଶଗଡ ଟିମ୍ର ମିଳିତ ଚଢାଉ ହୋଇଥିବା ଅନୁମାନ କରାଯାଉଛି । ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା। ଏକକାଳୀନ ୧୫ ସ୍ଥାନରେ ୨୦ଟି ଟମ୍ ଚଢାଉ କରିଥିବା ସୂଚନା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!