Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଟକ ଦେଖିବାକୁ ଯାଇ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
January 17, 2025
in Crime, State
ନାଟକ ଦେଖିବାକୁ ଯାଇ ଯୁବକଙ୍କ ମୃତ୍ୟୁ
83
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଧିନସ୍ଥ ପେଙ୍ଗଢୁସି ଗାଁରେ ଯୁବକଙ୍କ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର । ଗତ ବୁଧବାର ଦିନ ଏହି ଗାଁକୁ ନାଟକ ଦେଖିବାକୁ ଯାଇଥିଲେ ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଅନ୍ତର୍ଗତ ଭାଟିପାସ ଗାଁର ଲକ୍ଷ୍ମଣ ମାଝୀ । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା । ଗତକାଲି ଠାରୁ ଥୁଆମୂଳ ରାମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ଏବଂ ସନ୍ଧାନୀ କୁକୁର ଘଟଣାସ୍ଥଳରେ ପହଞ୍ଚି ତଦନ୍ତରେ ସାମିଲ ହେଇଛନ୍ତି । ମୃତ ଶରୀରର ବିଭିନ୍ନ ସ୍ଥାନରେ ଦାଗ ସବୁ ରହିଛି । ଏହା ଏକ ଯୋଜନାବଦ୍ଧ ହତ୍ୟା ବୋଲି ଅନୁମାନ କରାଯାଉଛି । ଏନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ପୁଲିସ ଥାନା ଅଧିକାରୀ କୈବଲ୍ୟ ସେଠଙ୍କ ସମେତ ସୁରକ୍ଷା ବଳ ନିୟୋଜିତ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!